ଆଦାନୀ ପ୍ରସଙ୍ଗରେ ଆଜି ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ଶବ୍ଦ ଓଡିଶା ବ୍ୟୁରୋ: ହିଣ୍ଡେନବର୍ଗ ରିସର୍ଚ୍ଚର ରିପୋର୍ଟ ପରେ ଆଦାନୀ ଗ୍ରୁପ୍ କମ୍ପାନିଗୁଡ଼ିକର ସେୟାର କମି ଚାଲିଛି । ମାତ୍ରାଧିକ ହ୍ରାସକୁ ନେଇ କଂଗ୍ରେସ କେନ୍ଦ୍ର ସରକାରକୁ ଘେରିଛି । ହେଲେ ଏହାକୁ ନେଇ କେନ୍ଦ୍ର ସରକାର ନିରବ ରହୁଥିବା କହିଛି କଂଗ୍ରେସ । ତେଣୁ ସରକାରଙ୍କ ନିରବତାକୁ ନେଇ କଂଗ୍ରେସ ଆଜି ଦେଶବ୍ୟାପୀ ବିରୋଧୀ ପ୍ରଦର୍ଶନ କରିବ । ଏଲ୍ଆଇସି ଏବଂ ଏସବିଆଇ କାର୍ଯ୍ୟାଳୟସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବ । ହିଣ୍ଡେନବର୍ଗର ରିପୋର୍ଟ ପରେ ଆଦାନୀ ଗ୍ରୁପ୍ ୧୦ ଲକ୍ଷ କୋଟି ଟଙ୍କା ହରାଇଲାଣି ।

You May Also Like

More From Author

+ There are no comments

Add yours