Sat. Oct 17th, 2026


ଶବ୍ଦ ଓଡିଶା ବ୍ୟୁରୋ: ଗୋପାଳ ଦାସର ଦ୍ୱିତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ଆଜି ସରିବ । ଦ୍ୱିତୀୟ ପର୍ଯ୍ୟାୟରେ ୪ ଦିନିଆ ରିମାଣ୍ଡରେ ନେଇ ହତ୍ୟା ରହସ୍ୟ ଖୋଜିବାକୁ ଚେଷ୍ଟା କରିଥିଲା କ୍ରାଇମବ୍ରାଞ୍ଚ । ଏହାପରେ ପୁଣି ତାକୁ ରିମାଣ୍ଡରେ ନିଆଯିବ ନା ନାହିଁ, ଏଯାଏ କ୍ରାଇମବ୍ରାଞ୍ଚ ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ। ଏହାରି ଭିତରେ ହତ୍ୟାର ସମ୍ପର୍କରେ ଏବେବି ଅନ୍ଧାରରେ ଅଛି ତଦନ୍ତକାରୀ ଦଳ।ବାସଭବନରରେ ପ୍ରାୟ ଏକ ଘଣ୍ଟା ଧରି କ୍ରାଇମବ୍ରାଞ୍ଚ ଏଡିଜି ଆଲୋଚନା କରିଥିଲେ

ନବ ଦାସ ହତ୍ୟା ମାମଲାର ତଦନ୍ତର ତଦାରଖ କରୁଥିବା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ.ପି. ଦାସ ଗତକାଲି ଝାରସୁଗୁଡ଼ାରେ ପହଞ୍ଚିଛନ୍ତି।

Leave a Reply

Your email address will not be published. Required fields are marked *