Sat. Oct 17th, 2026

ଶବ୍ଦ ଓଡିଶା ବ୍ୟୁରୋ: ଭୂମିକମ୍ପରେ ଥରିଉଠିଛି ପାଲେଷ୍ଟାଇନ୍ । ସବୁଠାରୁ ଏହି ଝଟକା ଜେରୁଜେଲମ୍ ସହରରେ ଅଧିକ ଅନୂଭୁତ ହୋଇଛି । ଏହାର ତୀବ୍ରତା ରେକ୍ଟର ସ୍କେଲରେ ୪.୪ ଥିବା ଜଣାପଡିଛି ।
ଫେବୃଆରୀ ୬ ତାରିଖରେ ତୁର୍କୀ ଓ ସିରିଆରେ ଭୀଷଣ ଭୂମିକମ୍ପ ହେବା ପରେ ଏଠାରେ ମୃତକଙ୍କ ସଂଖ୍ୟା ୮୦୦୦ରୁ ଅଧିକ ହେଲାଣି । ତେଣୁ ପରିସ୍ଥିତିରେ ପାଲେଷ୍ଟାଇନରେ ଭୂମିକମ୍ପ ହେବା ସେଠିିକା ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି । ଏଠାରେ ଧନଜୀବନ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ ହେଲେ ଏଠିକା ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

Leave a Reply

Your email address will not be published. Required fields are marked *