କେନ୍ଦୁଝର ଧରଣୀଧର କଲେଜ ହେଲା ବିଶ୍ୱବିଦ୍ୟାଳୟ

ଶବ୍ଦ ଓଡିଶା ବ୍ୟୁରୋ: କେନ୍ଦୁଝରା ଧରଣୀଧର କଲେଜ ହେଲା ବିଶ୍ୱବିଦ୍ୟାଳୟ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଏକ ଭିଡିଓ ମଧ୍ୟ ଜାରି କରିଛନ୍ତି । ଡିଡି କଲେଜକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ନେଇ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଜାରି ହୋଇଛି । ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ପୂର୍ବରୁ ସେ ଏହି ବଡ଼ ଘୋଷଣା କରିଛନ୍ତି ।

You May Also Like

More From Author

+ There are no comments

Add yours