ବିବାହ ବନ୍ଧନରେ ବାନ୍ଧିହେବେ ସମ୍ବଲପୁର-ବଲାଙ୍ଗୀର ଜିଲ୍ଲାପାଳ

ଶବ୍ଦ ଓଡିଶା ବ୍ୟୁରୋ: ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ଓ ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ । ରବିବାର ସମ୍ବଲପୁର ଜିଲ୍ଲାପାଳଙ୍କ ଆବାସିକ ବାସଭବନରେ ଉଭୟଙ୍କ ନିର୍ବନ୍ଧ ଶେଷ ହୋଇଛି । ଏଥିରେ ଜିଲ୍ଲାପାଳଙ୍କ ପରିବାରବର୍ଗ ଓ ହାତଗଣତି ପ୍ରଶାସନିକ ଅଧିକାରୀ ସାମିଲ ହୋଇଥିଲେ । ଶୁବଘୀଘ୍ର ଉଭୟଙ୍କ ବିବାହ ବେଶ୍ ଧୁମଧାମରେ ହେବା ନେଇ ସୂଚନା ମିଳିଛି । ନିର୍ବନ୍ଧ ସମୟରେ ଉଭୟ ଜିଲ୍ଲାପାଳଙ୍କ କିଛି ଫଟୋ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ହୋଇଛି ।

You May Also Like

More From Author

+ There are no comments

Add yours