ଛତିଶଗଡ଼ରେ ଜେସିବି ଜାଳିଦେଲେ ନକ୍ସଲ

ଶବ୍ଦ ଓଡିଶା ବ୍ୟୁରୋ: ଛତିଶଗଡ଼ର କାଙ୍କେରରେ ମାଓବାଦୀଙ୍କ ଲଙ୍କାକାଣ୍ଡ। ପିଣ୍ଡି ଗାଁ ନିକଟରେ ରାସ୍ତା ନିର୍ମାଣକାର୍ଯ୍ୟରେ ନିୟୋଜିତ ୨ଟି ଜେସିବି ଏବଂ ଗୋଟିଏ ମିକ୍ସସର ମେସିନ ଜାଲିଦେଇଛନ୍ତି ମାଓବାଦୀ।

ଏହି ଘଟଣାରେ ୨୦ରୁ ଅଧିକ ମହିଳା ମାଓବାଦୀ ସାମିଲ ଥିବା ଜଣାପଡିଛି। ସମସ୍ତ ଗାଡିଗୁଡିକ ଜାଳିବା ପୂର୍ବରୁ ମାଓବାଦୀମାନେ ଘଟଣାସ୍ଥଳରେ ଥିବା କର୍ମଚାରୀଙ୍କ ଠାରୁ ମୋବାଇଲ ଛଡ଼ାଇ ନେବା ସହ ସେମାନଙ୍କୁ ସେଠାରୁ ଚାଲିଯିବାକୁ କହିଥିଲେ।

You May Also Like

More From Author

+ There are no comments

Add yours