୧୦ରୁ +୨ ଖାତାଦେଖା

ଆସନ୍ତା ୧୦ ତାରିଖରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା । ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୦ରୁ ୨୨ ପ୍ରଥମ ପର୍ଯ୍ୟାୟ ଏବଂ ଏପ୍ରିଲ ୨୩ରୁ ମେ’ ୭ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟାୟ ଖାତା ଦେଖା ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ୧୦ମ ପିଲାଙ୍କର ଖାତା ଦେଖା ଚାଲିଛି।

You May Also Like

More From Author

+ There are no comments

Add yours