ଆସନ୍ତା ୧୬ ରେ ପ୍ରଦେଶ କଂଗ୍ରେସର ଶ୍ରୀକ୍ଷେତ୍ରରେ ଶୋଭାଯାତ୍ରା
ଭୁବନେଶ୍ୱର : ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ନବୀନ ସରକାର ଦ୍ୱାରା ଓଡ଼ିଆ ଜାତିର ଆରଧ୍ୟ୍ୟ ଦେବତା ତଥା ବିଶ୍ୱ ପ୍ରସିଦ୍ଧ ପ୍ରଭୁ ଜଗନ୍ନାଥଙ୍କ ପ୍ରତି କରାଯାଇଥିବା…