ଜନ ଅଭିଯୋଗ ଶୁଣାଣୀକୁ ଅଗ୍ରାଧିକାର ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜନ ଅଭିଯୋଗ ଶୁଣାଣୀକୁ ଅଗ୍ରାଧିକାର ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମସ୍ତ ବିଭାଗ ଓ ଜିଲ୍ଲା ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି । ଢେଙ୍କାନାଳରୁ ଭିଡିଓ କନ୍ଫରେସନ୍ସ ଜରିଆରେ ଯୋଡି ହୋଇ ୫-ଟି ସଚିବ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ…