ତାଳବଣିଆ ଇଣ୍ଡୋର ଷ୍ଟାଡିୟମରେ ନକଲି ଯବାନ, ଅଟକ ରଖି ପୋଲିସର ପଚରାଉଚରା
ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିୟମରେ ନକଲି ଯବାନ । ୭୭ ତମ ସ୍ଵାଧୀନତା ଦିବସ ଅବସରରେ ତାଳବଣିଆ ଇଣ୍ଡୋର ଷ୍ଟାଡିୟମକୁ ଜଣେ ନକଲି ଯବାନ ପୋଷାକ ପିନ୍ଧି ଆସିଥିବା ବେଳେ ପୋଲିସ ଦ୍ବାରା ଅଟକ । ଅଟକ ନକଲି ଯବାନ ଜଣକ…
ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା
ଶବ୍ଦ ଓଡିଶା ବ୍ୟୁରୋ: ପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହି ଘୂର୍ଣ୍ଣିବଳୟ ସହ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟଟି ମିଶିଯାଇଛି। ଏହାର…
୧୬ରେ ଓଡ଼ିଶା ଆସିବେ କେନ୍ଦ୍ର ଅର୍ଥମନ୍ତ୍ରୀ
ଶବ୍ଦ ଓଡିଶା ବ୍ୟୁରୋ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତା ୧୬ତାରିଖରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ ଭୁବନେଶ୍ୱରରେ ହେବାକୁ ଥିବା ୩ଦିନିଆ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଅର୍ଥମନ୍ତ୍ରୀ…
ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଘୋଷଣା, ‘ଆସନ୍ତା ବର୍ଷ ମୁଁ ପୁଣିଥରେ ଆସିବି’
ଶବ୍ଦ ଓଡିଶା ବ୍ୟୁରୋ: ୭୭ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ୧୦ମ ଥର ପାଇଁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ୯୦ ମିନିଟର ଭାଷଣରେ , ୨୦୪୭ ସୁଦ୍ଧା ଦେଶକୁ ଏକ ବିକଶିତ ରାଷ୍ଟ୍ର ଭାବେ ଉଭା…
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ, ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ମନେପକାଇଥିଲେ। ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର…
ଦର୍ଶନ ପାଇଁ ସିଂହଦ୍ବାରରେ ଲମ୍ବାଧାଡ଼ି
ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀମନ୍ଦିର ସିଂହଦ୍ବାରରେ ଆଜି ଭକ୍ତମାନେ ଦର୍ଶନ ପାଇଁ ଭିଡ଼ ଲଗାଇଛନ୍ତି । ଖରାତରାରେ ଲମ୍ବାଧାଡ଼ିରେ ଘଣ୍ଟା ଘଣ୍ଟା ଛିଡ଼ା ହୋଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ପିଲାଠୁ ବୁଢ଼ା ଧାଡ଼ିରେ ଭିଡ଼ ଭିତରେ ଛିଡ଼ା ହୋଇ ଯନ୍ତ୍ରଣାରେ…
ବସ୍-ଭ୍ୟାନ୍ ମୁହାଁମୁହିଁ ଧକ୍କା, ୭ ମୃତ
ଶବ୍ଦ ଓଡିଶା ବ୍ୟୁରୋ: ବସ୍ ଓ ଭ୍ୟାନ୍ ମଧ୍ୟରେ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଗୋଟିଏ ପରିବାରର ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଆହତ ହୋଇଛନ୍ତି। ରାଜସ୍ଥାନର ନବଗଠିତ ଡିଡୱାନା-କୁଚାମନ ଜିଲ୍ଲାରେ ଘଟିଛି ଏହି ଘଟଣା।…