ସୋମନାଥ ଭୁଜବଳ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ପ୍ରଧାନ ଗିରଫ
ଶବ୍ଦ ଓଡିଶା ବ୍ୟୁରୋ: ବହୁଚର୍ଚ୍ଚିତ ବ୍ରାଉନସୁଗାର ମାଫିଆ ସୋମନାଥ ଭୁଜବଳ ହତ୍ୟାକାଣ୍ଡ ମାମଲାରେ ଖୋର୍ଦ୍ଧା ଟାଉନ ଥାନା ପୁଲିସ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ପ୍ରଧାନ ଓରଫ ସଂଜୁକୁ ଗିରଫ କରିଛି । ଏହା ସହ ସଞ୍ଜୟ ନିକଟରେ ଥିବା ୫ଟି ଗାଡ଼ି,…