ଗଭୀର ଅବପାତର ରୂପ ନେବ ସୃଷ୍ଟ ଲଘୁଚାପ, ପ୍ରଭାବରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା !
ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଗଭୀର ଅବପାତର ରୂପ ନେବ । ପଶ୍ଚିମ-କେନ୍ଦ୍ରୀୟ ତତ୍ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…