ମାର୍ଚ୍ଚ ମାସରୁ କଟିବ ଚାଲାଣ,ଶୀଘ୍ର ଲଗାନ୍ତୁ ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ
ଶବ୍ଦମିଡ଼ିଆ ବ୍ୟୁରୋ:ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ (ଏଚଆରପିସି) ଲଗାଇବାର ଅବଧି ଷେଷ ହେବା ପରେ ଏବେ ରାଜ୍ୟ ପରିବହନ ପ୍ରାଧିକରଣ କାର୍ୟ୍ୟାନୁଷ୍ଠାନ ଆରମ୍ଭ କରିଛି। ଗତ ୧୧ ଦିନ ଏଚଆରପିସି ଲଗାଇ ନ ଥିବା ୨୬୭୪ ଗାଡି ମାଲିକଙ୍କୁ ଚାଲାଣ ପଠାଯାଇଛି।…