ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ମୃତ୍ୟୁ ଜଣେ ଗୁରୁତର
ବାଲି ବୋଝେଇ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକ ମୃତ୍ୟୁ ଜଣେ ଗୁରୁତର । ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ସିଙ୍ଗାଡି ନଦୀ ନିକଟରେ ଏକ ବାଲି ବୋଝେଇ ଟ୍ରାକ୍ଟର ଭାରସାମ୍ୟ ହରାଇ ଡାଲା ଓଲଟି ଯିବା ଫଳରେ ଟ୍ରାକ୍ଟର ଡାଲା ଉପରେ…
ଆମ ପୋଖରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଆମ ପୋଖରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ରାଜ୍ୟର ୧୧୫ଟି ପୌରାଞ୍ଚଳର ୨୦୦୦ଟି ବୃହତ ଜଳାଶୟର ନବୀକରଣ କରାଯିବ,ଦାୟିତ୍ୱ ନେବେ ମିଶନ ଶକ୍ତିର ମା ଓ ଶିକ୍ଷିତ ଯୁବକ ଯୁବତୀ ଆମର ସାମାଜିକ ଓ ସାଂସ୍କୃତିକ ଜୀବନରେ ପୋଖରୀ ଖୁବ୍ ଗୁରୁତ୍ୱପୂର୍ଣ୍ଣ…
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ୍ ତାଳପତ୍ରଙ୍କ ନାଁ ସୁପାରିସ୍ କରିଛନ୍ତି ସୁପ୍ରିମକୋର୍ଟ କଲେଜିୟମ । ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ତାଳପତ୍ର । ବର୍ତ୍ତମାନ ହାଇକୋର୍ଟ ମୁଖ୍ୟ ବିଚାରପତି…
ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତିରେ ପିଏଚ୍ଡି ବାଧ୍ୟତାମୂଳକ ନୁହେଁ, ୟୁଜିସି ର ନୂଆ ନିୟମ
ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟରେ ଆସିଷ୍ଟାଣ୍ଡ ପ୍ରଫେସର ନିଯୁକ୍ତି ପାଇଁ ପିଏଚ୍ଡି ବାଧ୍ୟତାମୂଳକ ନୁହେଁ। ନିୟମ ପରିବର୍ତ୍ତନ କରିଛି ୟୁନିଭରସିଟି ଗ୍ରାଣ୍ଟ କମିଶନ। କଲେଜରେ ପ୍ରଫେସର ହେବା ପାଇଁ ଆଉ ଏବେ ପିଏଚଡି କରିବାର ଆବଶ୍ୟକ ନାହିଁ। ନୂଆ ନିୟମ ୧…
ଘାଟିରୁ ଯାତ୍ରୀବାହୀ ବସ୍ ଖସି ୨୭ ମୃତ : ୧୭ ଗୁରୁତର
ଆମେରିକାର ମେକ୍ସିକୋରେ ଭୟଙ୍କର ଦୁର୍ଘଟଣା । ଘାଟିରୁ ଯାତ୍ରୀବାହୀ ବସ୍ ଖସି ପଡିବାରୁ ୨୭ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୧୩ ପୁରୁଷ, ୧୩ ମହିଳା ଏବଂ ଜଣେ ଶିଶୁ ରହିଛନ୍ତି । ୧୭ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି…
୬ରୁ ବଢିବ ବର୍ଷା!
୬ ତାରିଖରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । ଏବଂ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଉପକୂଳରେ ବାୟୁମଣ୍ଡଳର ୧.୫ କିମି ରୁ…