ଚନ୍ଦ୍ରପୁର ବ୍ଲକ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ
ରାୟଗଡ/ ଚନ୍ଦ୍ରପୁର : ଚନ୍ଦ୍ରପୁର ପଞ୍ଚାୟତ ସମିତି ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅମୂଲ୍ୟ କୁମାର…