ଚନ୍ଦାହାଣ୍ଡି ବ୍ଲକ ବିଜେଡି ପକ୍ଷରୁ କେନ୍ଦ୍ର ସରକାରଙ୍କ ଚାଉଳ କାଟକୁ ନେଇ ପ୍ରତିବାଦ ସହ ବିକ୍ଷୋଭ
ଶବ୍ଦମିଡ଼ିଆ ବ୍ୟୁରୋ:ଚନ୍ଦାହାଣ୍ଡି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ବିଜେଡି ପକ୍ଷରୁ ଆଜି କେନ୍ଦ୍ର ସରକାର ଙ୍କ ଚାଉଳ କାଟ କୁ ନେଇ ବ୍ଲକ ସମ୍ମୁଖରେ ଏକ ପ୍ରତିବାଦ ସହ ବିକ୍ଷୋଭ କରାଯାଇଥିଲା l ବ୍ଲକ ବିଜେଡି ସଭାପତି ଗୌରହରି ନାୟକଙ୍କ ସଭାପତିତ୍ୱରେ…