Mon. Nov 30th, 2026

Tag: #sabdamedia

ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣାରେ ୪ ଗିରଫ

ଇମ୍ଫାଲ : ମଣିପୁରରେ ମହିଳାମାନଙ୍କୁ ଉଲଗ୍ନ କରି ପରେଡ କରାଯିବା ଘଟଣା ସମଗ୍ର ଦେଶକୁ ଲଜ୍ଜାଜନକ କରିଛି। ଏହି ଘଟଣା ମେ ୪ରେ ଘଟିଥିଲା। ଯାହାର ଭିଡିଓ ଜୁଲାଇ ୧୯ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ପରେ ମଣିପୁର ସରକାର…

ଗୁଣୁପୁର ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ୨୦୨୩ ପାଳିତ

ରାୟଗଡ: ଗୁଣୁପୁର ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର ୨୦୨୩ ରାୟଗଡ଼ା ଜିଲ୍ଲା ଗୁଣୁପୁରୁ ଠାରେ ପାଳିତ ହୋଇଯାଇଛି । ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ…

ରାୟଗଡ଼ ଜିଲ୍ଲାର ୩୦ ଜଣଙ୍କୁ ବେଦାନ୍ତ ଆଲୁମିନାରେ ନିଯୁକ୍ତି

ରାୟଗଡ:- ଜିଲ୍ଲା ନିୟୋଜନ କାର୍ଯ୍ୟାଳୟ ,ରାୟଗଡ଼ ମାଧ୍ୟମରେ ବେଦାନ୍ତ ଆଲୁମିନାର ଗତ ଫେବ୍ରୁୟାରୀ ମାସର ପ୍ରଥମ ସପ୍ତାହରେ ହୋଇଥିବା ନିଯୁକ୍ତି ପ୍ରକ୍ରିୟାରେ ଜିଲ୍ଲାର ୩୦ ଜଣ ମନୋନୀତ ହୋଇଥିଲେ । ସେହି ସଫଳ ଛାତ୍ରଛାତ୍ରୀ ମାନଙ୍କୁ ବିଜୁ ପଟ୍ଟନାୟକ ଅଡିଟୋରିୟମ, ରାୟଗଡ଼…

ସଂସଦର ମୌସୁମୀ ଅଧିବେଶନ ଆଜିଠାରୁ

ଶବ୍ଦ ଓଡିଶା ବ୍ୟୁରୋ: ଆଜିଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ଏଥିପାଇଁ ପ୍ରସ୍ତୁତ ହୋଇଛନ୍ତି ବିରୋଧୀ ଓ ଶାସକ ଏନଡିଏ । ଗତକାଲି ନୂଆ ସଂସଦ ଭବନରେ ବସିଥିଲା ସର୍ବଦଳୀୟ ବୈଠକ । ମୌସୁମୀ ଅଧିବେଶନରେ ସରକାରଙ୍କୁ ଘେରିବାକୁ…

ମହାରାଷ୍ଟ୍ର ରାୟଗଡରେ ଭୂସ୍ଖଳନରେ ଦବିଗଲା ପୁରା ଗାଁ

ଶବ୍ଦ ଓଡିଶା ବ୍ୟୁରୋ: ଭୂସ୍ଖଳନରେ ଦବିଗଲା ଗାଁ । ଏହି କାରଣରୁ ମାଟିତଳେ ୫୦ରୁ ଅଧିକ ଲୋକ ଦବିଯାଇଥିବା ଆଶଙ୍କା ରହିଛି । ଏବେଯାଏଁ ମାତ୍ର ୪ଜଣଙ୍କ ଶବ କଢାଯାଇଥିବାବେଳେ ପାଖାପାଖି ୨୫ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଥିବାବେଳେ ଏବେବି…

ମଣିପୁରରେ ୨ମହିଳାଙ୍କୁ ବିବସ୍ତ୍ର କରି ରାସ୍ତାରେ ଚଲାଇଲେ

ଶବ୍ଦ ଓଡିଶା ବ୍ୟୁରୋ: ମଣିପୁରରେ ସ୍ଥିତି ପୁଣିଥରେ ଅଣାୟତ ହୋଇଛି । ଏଠାରେ ଗୋଟିଏ ସମ୍ପ୍ରଦାୟର ୨ଜଣ ମହିଳାଙ୍କୁ ବିବସ୍ତ୍ର କରି ବିଚ ରାସ୍ତାରେ ଚଲାଇବାର ଭିଡିଓ ଭାଇରାଲ ହୋଇଛି । ଏହି ଭିଡିଓ ମେ ୪ ତାରିଖର ହୋଇଥିବା କୁହାଯାଉଛି…

ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ହାଇକୋର୍ଟର ପରବର୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର । ଜଷ୍ଟିସ୍ ତାଳପତ୍ରଙ୍କ ନାଁରେ ମୋହର ମାରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ମାସରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଏସ୍…

୨୪ ତାରିଖ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ଉତର-ପଶ୍ଚିମ ପାଶ୍ୱବର୍ତୀ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ଆସନ୍ତା ଦୁଇ ଦିନ ଯାଏଁ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଓଡ଼ିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା…

ବନ୍ୟା ପରେ ଉତ୍ତରାଖଣ୍ଡବାସୀଙ୍କ ଚିନ୍ତା ବଢାଇଛି କୁମ୍ଭୀର। ଲକ୍ଷର ଏବଂ ଖାନପୁର ଅଞ୍ଚଳରେ ଲୋକେ ଭୟଭୀତ

ଶବ୍ଦ ଓଡିଶା ବ୍ୟୁରୋ: ଉତ୍ତରାଖଣ୍ଡର ହରିଦ୍ୱାର ଜିଲ୍ଲାର ଲକ୍ଷର ଏବଂ ଖାନପୁର ଅଞ୍ଚଳର ଲୋକମାନେ ଭୟଭୀତ । ଗଙ୍ଗା ଏବଂ ଏହାର ଉପନଦୀମାନଙ୍କ ବନ୍ୟାଜଳ ଆସିବା ପରେ କୁମ୍ଭୀରମାନେ ସ୍ଥାନୀୟ ଅଞ୍ଚଳରେ ପସୁଥିବା ଦେଖିବାକୁ ମିଳିଛି । ଜଙ୍ଗଲ ବିଭାଗ ବନ୍ୟାଜଳ…

ଓଡ଼ିଶାରୁ ବିଚ୍ଛିନ୍ନ ହେଲା ୩ଟି ଗାଁ, ଧୋଇଗଲା ଅସ୍ଥାୟୀ ପୋଲ

ଶବ୍ଦ ଓଡିଶା ବ୍ୟୁରୋ: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ୩ ଦିନ ଧରି ବର୍ଷା ଯୋଗୁ ସ୍ଥିତି ବେହାଲ । କେରାଣ୍ଡି ପଞ୍ଚାୟତର ଡାଳିମ୍ୱପୁର୍ ନିକଟରେ ଥିବା ଅସ୍ଥାୟୀ ପୋଲ ଧୋଇଯିବା ଯୋଗୁ ୩ଟି ଗାଁର ଲୋକେ ଓଡ଼ିଶାରୁ ବିଚ୍ଛିନ୍ନ ହୋଇଯାଇଛନ୍ତି। ୩ଟି…