Sun. Nov 29th, 2026

Tag: #sabdamedia

ଶିଶୁପାଳଗଡ଼ ସଂଘବଦ୍ଧ ଆକ୍ରମଣ: ଜେଲ୍‌ଗ‌ଲେ ୨ ଆକ୍ରମଣକାରୀ

ଶବ୍ଦ ଓଡିଶା ବ୍ୟୁରୋ : ଶିଶୁପାଳଗଡ଼ ଅଞ୍ଚଳରେ ଘଟଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ଧଉଳି ଥାନା ପୁଲିସ ଆକ୍ରମଣକାରୀ ଗୋଷ୍ଠୀର ଦୁଇ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଦ୍ବୟ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ବର,…

ଭୁଶୁଡିପଡିଲା ୨ ମହଲା କୋଠା। ୨ ମୃତ, ୫ ଗୁରୁତର

ଶବ୍ଦ ଓଡିଶା ବ୍ୟୁରୋ : ଅଧରାତିରେ ହଠାତ୍ ଭୁଶୁଡିପଡିଲା ୨ ମହଲା କୋଠା । ଭିତରେ ଦବିଗଲେ ପୁରା ପରିବାର । ଏଭଳି ଘଟଣା ଘଟିଛି ମହାରାଷ୍ଟ୍ର ଭିବଣ୍ଡି ନିଜାମପୁର ସହର ମହାନଗରପାଳିକା ଅଞ୍ଚଳରେ ।ଭିବଣ୍ଡି ମହାନଗରପାଳିକା ଦରଗାହା ରୋଡରେ ଥିବା…

ରାଜ୍ୟ ଖାଦ୍ୟ କମିଶନରେ ୫ ନୂଆ ସଦସ୍ୟ

ଶବ୍ଦ ଓଡିଶା ବ୍ୟୁରୋ : ରାଜ୍ୟ ଖାଦ୍ୟ କମିଶନ ସଦସ୍ୟ ଭାବେ ରାଜ୍ୟ ସରକାର ୫ଜଣଙ୍କୁ ନିଯୁକ୍ତି ଦେଇଛନ୍ତି । ରାଜ୍ୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । କମିଶନରେ ଦୀର୍ଘଦିନ…

ଦିଗପହଣ୍ଡିରେ ହେବ ସୂର୍ଯ୍ୟ ପାତ୍ରଙ୍କ ଶେଷକୃତ୍ୟ

ଶବ୍ଦ ଓଡିଶା ବ୍ୟୁରୋ : ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ । ଭୁବନେଶ୍ୱରର ଏକ…

ଲୋକନୃତ୍ୟ କଳାକାରଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ଶୁଭାରମ୍ଭ

କଳାକାରଙ୍କୁ ଦିଆଯାଉଛି ତାଲିମ | ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ ପାରମ୍ପରିକ ଲୋକକଳା ମାଧ୍ୟମରେ ଗାଁ ଗାଁରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ଜିଲ୍ଲାର ବ୍ଲକ କଳା ସାଂସ୍କୃତିକ ସଂଗଠନର କଳାକାର ମାନଙ୍କୁ ଆଜି ଓ ଆସନ୍ତା…

ବିଭିନ୍ନ ସମସ୍ୟା ଓ ଅସୁରକ୍ଷିତ ପରିବେଶ ରେ ମାଛପୁଟ 5T ସରକାରୀ ହାଇସ୍କୁଲ

ଦଶମନ୍ତପୁର: ଦଶମନ୍ତପୁର ବ୍ଲକ ମାଛପୁଟ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ସୁରକ୍ଷା ପାଚେରୀ ନ ଥିବା ରୁ ଛାତ୍ରୀ/ଛାତ୍ର ମାନେ ନିଜ କୁ ସୁରକ୍ଷିତ ମଣୁନଥିବା ଅଭିଯୋଗ କରିଥିବା ଦେଖିବାକୁ ମିଳିଛି । ଗତ ବର୍ଷ – ଏହି ହାଇସ୍କୁଲ କୁ…

ଆଦିତ୍ୟ ମିଶନରୁ ଭାରତର ଫାଇଦା

କୋଟି କୋଟି ଭାରତୀୟଙ୍କ ଆଶା ଆକାଂକ୍ଷାକୁ ନେଇ ୪ ମାସର ଯାତ୍ରା ଆରମ୍ଭ କରିଛି ଆଦିତ୍ୟ ଏଲ-୧ । ସତୀଶ ଧାବନ ମହାକାଶ କେନ୍ଦ୍ର, ଶ୍ରୀହରିକୋଟା ଲଞ୍ଚ୍ ପ୍ୟାଡରୁ ସଫଳତାର ସହ ଉତକ୍ଷେପଣ ପରେ ଆରମ୍ଭ ହୋଇଛି ଭାରତର ପ୍ରଥମ ସୌର…

ସାନକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ

ଶବ୍ଦ ଓଡିଶା ବ୍ୟୁରୋ : ଖମାରି ଥାନା ପଦାପସି ଗାଁରେ ଜଘନ୍ୟ ହତ୍ୟାକାଣ୍ଡ। ସାନଭାଇକୁ ଟାଙ୍ଗିଆରେ ହାଣିଲା ବଡ଼ଭାଇ। ଅଭିଯୁକ୍ତର ଥାନାରେ ଆତ୍ମସମର୍ପଣ। ରାତି ପ୍ରାୟ ସାଢେ ୧୨ଟା ସମୟରେ ଅନୁଗୁଳ ଜିଲ୍ଲା ପାଲଲହଡା ବ୍ଲକ ଖମାର ଥାନା ପଦାପସି ଗାଁରେ…

ପୋଖରୀରେ ବୁଡ଼ି ୨ଶିଶୁ ମୃତ

ଶବ୍ଦ ଓଡିଶା ବ୍ୟୁରୋ : ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଗୁମିକିଆ ରାଣୀପଦର ଗାଁରେ। ମୃତ ଶିଶୁ ଦ୍ୱୟ ହେଲେ ରାଣୀପଦର ଗାଁର ପିତସ ପ୍ରଧାନ ଓ…

ଏସିଆ କପ: ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ଶବ୍ଦ ଓଡିଶା ବ୍ୟୁରୋ : ଏସିଆ କପର ଆଜି ମହାମୁକାବିଲା, ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ । ହାଇଭୋଲଟେଜ ମ୍ୟାଚ ଦେଖିବାକୁ ଉଭୟ ଦେଶର କ୍ରିକେଟ ପ୍ରେମୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ଆଜି ଅପରାହ୍ନ ୩ଟାରେ ଶ୍ରୀଲଙ୍କାର…