Mon. Nov 30th, 2026

Tag: #sabdamedia

ପଶ୍ଚିମା ଝଡ଼ ପ୍ରଭାବ: ରାଜଧାନୀରେ କୁଆପଥର ବର୍ଷା

ଓଡ଼ିଶାରେ ପଶ୍ଚିମା ଝଡ଼ ପ୍ରଭାବରେ କୁଆପଥର ସହ ବର୍ଷା ହୋଇଛି । ରାଜଧାନୀରେ ବି କୁଆପଥର ପଡ଼ିଥିବା ଦେଖିବାକୁ ମିଳିଛି । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଭଲ ବର୍ଷା ହେବା ସହ ଜୟଦେବ ବିହାର, ଆଚାର୍ଯ୍ୟ ବିହାର, ସିଆରପି ଛକ ଏବଂ…

କଟକଣାକୁ ଫୁ; ବିହାର ଷ୍ଟେସନରେ ଚାଲିଲା ପର୍ଣ୍ଣ

ରେଳ ଷ୍ଟେସନରେ ଚାଲିଲା ବ୍ଲୁ ଫିଲ୍ମ । ଲାଜରେ ମୁହଁ ତଳକୁ କରିଦେଲେ ଯାତ୍ରୀ । ଗୋଟେ କି ଦୁଇ ମିନିଟ ନୁହେଁ ଲଗାତାର ୩ ମିନିଟ ଧରି ଚାଲିଛି ବ୍ଲୁ ଫିଲ୍ମ । ରେଳ ଷ୍ଟେସନରେ ଲାଗିଥିବା ଟିଭି ସ୍କ୍ରିନରେ…

ସରିଲା ମାଟ୍ରିକ, ୩ରୁ ଖାତା ଦେଖା

ସରିଲା ମାଟ୍ରିକ ପରୀକ୍ଷା। ଏବେ ମୂଲ୍ୟାଙ୍କନର ବେଳ। ଆସନ୍ତା ମାସ ଏପ୍ରିଲ ୩ ତାରିଖରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବ। ଏନେଇ ବୋର୍ଡ ଅଧକ୍ଷ ରାମାଶିଷ ହାଜରା ସୂଚନା ଦେଇଛନ୍ତି। ତେବେ ପରୀକ୍ଷା ସମୟରେ କିଛି ତ୍ରୁଟି ଦେଖା ଦେଇଥିଲା,…

ଲାଭଦାୟକ ଗ୍ରୀନ ଟମାଟୋ

ଲାଭଦାୟକ ଗ୍ରୀନ ଟମାଟୋ। ଇମ୍ୟୁନିଟି ବୁଷ୍ଟ-କରୋନା ଜୀବାଣୁ ଯୁଗରେ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। କାରଣ ଏହା ସଂକ୍ରମଣର ଆଶଙ୍କା ବଢାଇଥାଏ। ଯଦି ଆପଣ ଏହି ଗ୍ରୀନ ଟମାଟୋକୁ ନିୟମିତ ଖାଆନ୍ତି। ତେବେ ଏହା ଶରୀରରେ…

ପଖାଳ ଦିବସ: କ’ଣ କହୁଛି ଜଗନ୍ନାଥ ସଂସ୍କୃତି?

ଆଜି ମାର୍ଚ୍ଚ ୨୦ ଅର୍ଥାତ ବିଶ୍ୱ ପଖାଳ ଦିବସ । ସାରା ବିଶ୍ବରେ ଥିବା ଓଡିଆମାନେ ପାଳନ କରୁଛନ୍ତି ଏହି ପଖାଳ ଦିବସ । ଓଡ଼ିଆଙ୍କ ପ୍ରିୟ ପଖାଳ ଏବେ ମାଟିପିଣ୍ଡାରୁ ଯାଇ ପଞ୍ଚତାରକା ହୋଟେଲର ଡାଇନିଂ ଟେବୁଲରେ ଶୋଭା ପାଇଲାଣି…

ଚାଲିଗଲେ ଭାରତର ମିଲେଟ୍‌ ମ୍ୟାନ୍‌ ସତୀଶ

ଶବ୍ଦ ଓଡିଶା ବ୍ୟୁରୋ: ଭାରରତ ମିଲେଟ ମ୍ୟାନ ଭାବେ ପରିଚିତ ପିଭି ସତୀଶ ଆଉ ନାହାନ୍ତି। ଦୀର୍ଘ ଦିନ ହେଲା ଅସୁସ୍ଥ ଥିବା ସତୀଶ ହାଇଦ୍ରାବାଦରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା।…

ଦେଶରେ ଦିନକରେ ହଜାରେ ନୂଆ କୋଭିଡ୍ ସଂକ୍ରମିତ ଚିହ୍ନଟ, ସତର୍କ ହେଲା କେନ୍ଦ୍ର

ଶବ୍ଦ ଓଡିଶା ବ୍ୟୁରୋ: ବୟସ୍କ ଆକ୍ରାନ୍ତଙ୍କ ପାଇଁ ସଂଶୋଧିତ କରୋନା ଗାଇଡଲାଇନ୍ସ ଜାରି କରିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ୧୨୯ ଦିନ ପରେ ପୁଣି ଦେଶରେ ହଜାରେ ଟପିଛି ଦୈନିକ କରୋନା ସଂକ୍ରମଣ । ଫେବ୍ରୁଆରୀ ୧୯ ତାରିଖ ଦିନ…

ବିଜେପି ରାଜ୍ୟରେ କରିବ ଘର ଘର ଚାଲ ଅଭିଯାନ

ଶବ୍ଦ ଓଡିଶା ବ୍ୟୁରୋ: ଓବିସି ବର୍ଗଙ୍କୁ ଓଡ଼ିଶାରେ ମିଳୁନି ଉଚିତ୍ ଅଧିକାର। ଏ ପର୍ଯ୍ୟନ୍ତ ଓବିସି ବର୍ଗଙ୍କ ସଠିକ୍ ଗଣନା କରାଗଲାନି। ସମସ୍ତ ପଛୁଆ ଜାତିଙ୍କୁ ଚିହ୍ନଟ କରି କେନ୍ଦ୍ରିୟ ସୂଚିରେ ସାମିଲ କରାଯାଉନି। ସେମାନଙ୍କୁ ଶିକ୍ଷା, ନିଯୁକ୍ତି, ନିର୍ବାଚନ କ୍ଷେତ୍ରରେ…

ଶ୍ରୀଜିଉଙ୍କ ଖସାପଡ଼ା ନୀତି, ୫ଘଣ୍ଟା ଦର୍ଶନ ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ଚୈତ୍ରମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି। ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଖସାପଡା ନୀତି। ମଧ୍ୟାହ୍ନ ଧୂପ ପରେ ଦଇତାପତି ସେବକମାନେ ରତ୍ନସିଂହାସନ ଉପରେ ପ୍ରାୟ ପାଞ୍ଚଘଣ୍ଟା ଧରି ମହାପ୍ରଭୁଙ୍କ ଏହି ଗୁପ୍ତନୀତି ସମ୍ପାଦନ କରିବେ।…

ସରିବ ମାଟ୍ରିକ ପରୀକ୍ଷା, ଶେଷ ଦିନରେ ଗଣିତ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ସରୁଛି ମାଟ୍ରିକ ପରୀକ୍ଷା। ଶେଷ ଦିନରେ ଗଣିତ ପରୀକ୍ଷା ଦେଉଛନ୍ତି ଛାତ୍ର ଛାତ୍ରୀ। ସକାଳ ୮ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୦ଟା ପର୍ଯ୍ୟନ୍ତ ଚାଲୁରହିଛି। ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀ କେବଳ ଆଡମିଟ କାର୍ଡ, ପେନ୍, ପେନସିଲ…