Sun. Nov 29th, 2026

Tag: #sabdamedia

ରାୟଗଡା ଜିଲ୍ଲାପାଳଙ୍କ ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

ଶବ୍ଦମିଡ଼ିଆ ବ୍ୟୁରୋ:ଗୁଡାରି: ୧୪/୦୨/୨୦୨୩ : ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଜି ଗୁଡାରି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସ୍ୱଧା ଦେଵ ସିଂ ଅଧ୍ୟକ୍ଷତାରେ ଅନୁଷ୍ଠିତଆଜି ମୋଟ ୮୩ଟି…

ଲଗାତାର ଚତୁର୍ଥଦିନରେ ଦିଲ୍ଲୀ ସ୍ଥିତ ମହରୋଲି ଠାରେ ଜବରଦଖଲ ଉଚ୍ଛେଦ ଜାରି

ଶବ୍ଦମିଡ଼ିଆ ବ୍ୟୁରୋ:ଦିଲ୍ଲୀ:ଆଜି ଦିଲ୍ଲୀସ୍ଥିତ ମହରୋଲି ଠାରେ ଡିଡିଏ ଦ୍ୱାରା ଜବରଦଖଲ ଉଚ୍ଛେଦ ଚତୁର୍ଥ ଦିନରେ ପହଞ୍ଚିଛି।ମହରୋଲି ବସ ଷ୍ଟାଣ୍ଡକୁ ଭାଙ୍ଗିଦିଆଯାଇଛି।ମହରୋଲିସ୍ଥିତ ଭୁଲ ଭୁଲୟା ଠାରେ ଦୋକାନ ବଜାର ଭଙ୍ଗାଯିବା ସହିତ ସେଠାରୁ ଉଚ୍ଛେଦ ହୋଇଛି।ଅନେକ ବର୍ଷ ହେଲା ଲୋକମାନେ ଏଠାରେ ରହିଆସୁଥିଲେ,ଏଭଳି…

କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୪୭୦୩ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟିତ

ଶବ୍ଦମିଡ଼ିଆ ବ୍ୟୁରୋ:ଆଜି କେନ୍ଦୁଝର ଜିଲ୍ଲାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟି ଦେଇଛନ୍ତି। ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୭୦୩କୋଟି ମୂଲ୍ୟର ୨୫୯ଟି ପ୍ରକଳ୍ପର ଶୁଭାରମ୍ଭ ଓ…

ଆସନ୍ତାକାଲି ପୁଣି ଥରେ ବିବାହ ବନ୍ଧନରେ ବାନ୍ଧିହେବାକୁ ଯାଉଛନ୍ତି କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା

ଶବ୍ଦମିଡ଼ିଆ ବ୍ୟୁରୋ:ଏହା ଶୁଣି କ୍ରିକେଟ ଫ୍ୟାନ୍ସ ମାନଙ୍କୁ ଚକିତ ଲାଗିପାରେ। କାହିଁକି ନା ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା । ଦ୍ୱିତୀୟ ଥର ପାଇଁ ବାହା ହେବାକୁ ଯାଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା ।…

ସୁପ୍ରିମକୋର୍ଟରେ ପୂରଣ ହେଲା ସମସ୍ତ ବିଚାରପତି ଆସନ

ଶବ୍ଦମିଡ଼ିଆ ବ୍ୟୁରୋ:ଆଜି ସୁପ୍ରିମକୋର୍ଟରେ ୨ ଜଣ ନୂଆ ବିଚାରପତି ରାଜେଶ ବିନ୍ଦଲ୍‌ ଓ ଅରବିନ୍ଦ କୁମାର ଶପଥ ଗ୍ରହଣ କରିଛନ୍ତି। ଉଭୟଙ୍କ ଶପଥ ଗ୍ରହଣ ସହ ସୁପ୍ରିମକୋର୍ଟରେ ବିଚାରପତି ଆସନ ପୂର୍ଣ୍ଣ ହୋଇଛି। ସୁପ୍ରିମକୋର୍ଟରେ ପ୍ରଧାନ ବିଚାପତିଙ୍କ ସମେତ ମୋଟ ୩୪ଟି…

ଫ୍ରେବ୍ରୁଆରୀ ୨୬ ଅନୁଷ୍ଠିତ ହେବ ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା ସଦସ୍ୟ ନିର୍ବାଚନ

ଶବ୍ଦମିଡ଼ିଆ ବ୍ୟୁରୋ: ଫ୍ରେବ୍ରୁଆରୀ ୨୬ ତାରିଖରେ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ ପରିଚାଳନା କମିଟି (ବୋର୍ଡ)ର ସଦସ୍ୟ ନିର୍ବାଚନ ଅନୁଷ୍ଠିତ ହେବ । ରବିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ସରିଛି । ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ୨୧ଜଣିଆ ବୋର୍ଡ ସଦସ୍ୟଙ୍କ ମଧ୍ୟରୁ ୧୧ଜଣ…

ଆପଣ ମାନସିକ ଭାବେ ଦୃଢ ତ?

ଶବ୍ଦ ଓଡିଶା ବ୍ୟୁରୋ: ଜୀବନ ସମସ୍ତଙ୍କ ପାଇଁ ସମାନ ନୁହେଁ । ଅନେକ ସମୟରେ ଆମେ ଅନେକ ସ୍ଥିତି ଦେଇ ଗତିକରିଥାଉ । ଜୀବନରେ ଅନେକ ଭଲ ସମୟ ଆସୁଥିବା ବେଳେ ଅନେକ କଠିନ ପରିସ୍ଥିତି ମଧ୍ୟ ଆସିଥାଏ । ତେବେ…

ରାଜ୍ୟସଭା ସଭାପତିଙ୍କୁ ଆଙ୍ଗୁଳି ଦେଖାଇଲେ ଜୟା ବଚ୍ଚନ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟସଭା ସାଂସଦ ଜୟା ବଚ୍ଚନ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ସୋସିଆଲ ମିଡିଆରେ ସପାର ଏହି ନେତ୍ରୀଙ୍କୁ ତାଙ୍କ ବ୍ୟବହାର ପାଇଁ ଟ୍ରୋଲ କରାଯାଉଛି । ରାଜ୍ୟସଭା ସଭାପତି ଜଗଦୀପ ଧନଖଡଙ୍କୁ ଆଙ୍ଗୁଠି ଦେଖାଉଥିବା ଭିଡିଓ ଭାଇରାଲ…

ମୁଖ୍ୟମନ୍ତ୍ରୀଙ୍କ ଅଧକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଶବ୍ଦମିଡ଼ିଆ ବ୍ୟୁରୋ:ରାଜ୍ୟ ବଜେଟ ଅଧିବେଶନ ପୂର୍ବରୁ ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ ସହିତ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ । ଲୋକସେବା ଭବନରେ ବସିବ ଏହି ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ୧୦ରୁ ଅଧିକ ପ୍ରସ୍ତାବ ଉପରେ…

ଦିନେ ଭିକ୍ଷାବୃତ୍ତି କରୁଥିଲେ କିନ୍ନର… ଆଜି ‘ନାଇଟ ଫୁଡକୋର୍ଟ’ର ମାଲିକ।

ଶବ୍ଦ ଓଡିଶା ବ୍ୟୁରୋ: ଅନେକ ସମୟ ଧରି ସମାଜରେ ଅବହେଳିତ ହୋଇ ରହିଥିଲେ କିନ୍ନର ସମ୍ପ୍ରଦାୟ । ସମାଜରେ ତାଙ୍କୁ ଘୃଣ୍ୟ ଦୃଷ୍ଟିରେ ମଧ୍ୟ ଦେଖାଯାଉଥିଲା । ତେବେ ଏହିଭଳି କିଛି କିନ୍ନର ରହିଛନ୍ତି ଯେଉଁମାନେ ସମସ୍ତ ଭାବନାକୁ ପରିବର୍ତ୍ତନ କରି…