ଶିଶୁପାଳଗଡ଼ ସଂଘବଦ୍ଧ ଆକ୍ରମଣ: ଜେଲ୍ଗଲେ ୨ ଆକ୍ରମଣକାରୀ
ଶବ୍ଦ ଓଡିଶା ବ୍ୟୁରୋ : ଶିଶୁପାଳଗଡ଼ ଅଞ୍ଚଳରେ ଘଟଥିବା ସଂଘବଦ୍ଧ ଆକ୍ରମଣ ମାମଲାରେ ଧଉଳି ଥାନା ପୁଲିସ ଆକ୍ରମଣକାରୀ ଗୋଷ୍ଠୀର ଦୁଇ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ଦ୍ବୟ ହେଲେ ଲକ୍ଷ୍ମୀସାଗର ଥାନା ଅଧୀନ ଚିନ୍ତାମଣିଶ୍ବର,…