ପ୍ରବଳ ବର୍ଷା ସମ୍ଭାବନା; ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଶବ୍ଦ ଓଡିଶା ବ୍ୟୁରୋ: କେନ୍ଦୀୟ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ, ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ଉତ୍ତରପଶ୍ଚିମ ପାଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାରି ପ୍ରଭାବରେ ଆସନ୍ତା…