Sun. Nov 29th, 2026

Tag: #sabdalive

ଅଦ୍ଵିକା କାର୍ଯ୍ୟକ୍ରମ ମାଧ୍ୟମରେ କିଶୋର କିଶୋରୀ ମାନଙ୍କୁ ନେଇ ନାଗରିକ ଦାୟିତ୍ଵବୋଧ ଶିକ୍ଷା ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ରାୟଗଡ଼ : ୧୯/ ୮/୨୦୨୩ ରାୟଗଡ ଜିଲ୍ଲାରେ ଜିଲ୍ଲା ପ୍ରଶାସନ, ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ୟୁନିସେଫ ଓ ଆକ୍ସନଏଡଙ୍କ ମିଳିତ ସଂଯୋଜନାରେ ଜିଲ୍ଲାରେ ବାଲ୍ୟ ବିବାହ ଘଟଣା ଗୁଡିକୁ ରୋକିବା ସହିତ କିଶୋର ଓ…

୪୦୦ ଦିନର ଲାଭକାରୀ ଏଫ୍‌ଡି ସ୍କିମ୍‌ର ଡେଡଲାଇନ୍‌ ବଢ଼ାଇଲା ଏସ୍‌ବିଆଇ

ଦେଶର ସର୍ବବୃହତ ପବ୍ଲିକ୍ ସେକ୍ଟର ବ୍ୟାଙ୍କ ଏସ୍‌ବିଆଇ(ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ) ଏହାର ସ୍ଵତନ୍ତ୍ର ଏଫ୍‌ଡି ଯୋଜନା ‘ଅମୃତ କଳସ ସ୍କିମ୍‌’ରେ ପୁଞ୍ଜି ନିବେଶର ସମୟ ସୀମାକୁ ପୁଣି ଥରେ ବୃଦ୍ଧି କରିଛି। ଅଗଷ୍ଟ ୧୫ରେ ଏହା ଶେଷ ହେବାକୁ ଥିବା…

୧୦ ଲକ୍ଷ ସିମ୍‌ କାର୍ଡ ଡିଲରଙ୍କ ହେବ ପୋଲିସ୍‌ ଭେରିଫିକେସନ

ନୂଆଦିଲ୍ଲୀ, ୧୭/୦୮: କେନ୍ଦ୍ର ଟେଲିକମ୍ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଗୁରୁବାର ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଠକେଇ ରୋକିବା ପାଇଁ ସରକାର ସିମ୍‌ କାର୍ଡ ଡିଲରଙ୍କ ପୋଲିସ୍‌ ଭେରିଫିକେସନକୁ ବାଧ୍ୟତାମୂଳକ ବାଧ୍ୟତାମୂଳକ କରିଦିଆଯାଇଛି। ଆଉ ଅଧିକ ପରିମାଣରେ ସିମ୍‌…

ମନ ଜଣିଲେ ସରଳ ନିର୍ମଳା,ସେଲଫି ନେଲେ, ସଂଗ୍ରହ କଲେ ଶହୀଦ ମାଟି

ଶୁଭାଶିଷ ପଣ୍ଡାଙ୍କ ରିପୋର୍ଟ ( ପୁରୀ) : କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ । କଥା ଓ ଆଚରଣରେ ସରଳ ସେମିତି ନିରାଡମ୍ବର ସେମିତି । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଅର୍ଥମନ୍ତ୍ରୀଙ୍କ ବେଶ ପୋଷାକ, କଥାବାର୍ତ୍ତାରେ ସରଳତା, ନିରାଡମ୍ବର…

ଦେଶରେ ଗଡିବ ୧୦ହଜାର ଇ-ବସ୍, ବିଶ୍ୱକର୍ମା ଯୋଜନାରେ ୫% ସୁଧରେ ମିଳିବ ୧ ଲକ୍ଷ ଟଙ୍କା

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ବହୁ ଗୁରୁତ୍ବପୁର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରାଯାଇଛି। ଦେଶର ୧୦୦ଟି ସହରରେ ଗଡିବ ଇ-ବସ୍। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ସିସିଇଏମ ଏହି ଯୋଜନାକୁ ଅନୁମୋଦନ କରିଛି। ଏହି…

ନକଲି ଡାକ୍ତର ରୋକିବା କୁ ପଞ୍ଜିକୃତ ଫାର୍ମାସିଷ୍ଟ ସଙ୍ଘର ଏତଲା

ଚନ୍ଦାହାଣ୍ଡି – ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକରେ ନକଲି ଡାକ୍ତରଙ୍କ ରୋଗୀ ଚିକିତ୍ସା ରୋକିବା ପାଇଁ ଚନ୍ଦାହାଣ୍ଡି ଶାଖାର ରେଜିଷ୍ଟ୍ରେଡ ଫାର୍ମାସିଷ୍ଟ ସଂଘ ଚନ୍ଦାହାଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏହାର ଉପଯୁକ୍ତ ପଦକ୍ଷେପ ନେବାକୁ ଚନ୍ଦାହାଣ୍ଡି ଗୋଷ୍ଠୀ ଚିକିତ୍ସା…

ସରକାର ଦେବେ ଶସ୍ତାରେ ଟମାଟୋ

ସରକାର ଦେବେ ଶସ୍ତାରେ ଟମାଟୋ । ଅଗଷ୍ଟ ୧୫ ଠାରୁ ଟମାଟୋ କିଲୋ ପିଛା ୫୦ ଟଙ୍କାରେ ବିକିବେ ସରକାର । ଟମାଟୋ କିଲୋ ପିଛା ୫୦ ଟଙ୍କା ଦରରେ ଖୁଚୁରା ବଜାରରେ ବିକ୍ରି କରିବାକୁ କେନ୍ଦ୍ର ସରକାର ଜାତୀୟ ସମବାୟ…

ମ୍ୟାଲେରିଆ, ଡେଙ୍ଗୁ କିମ୍ବା ଜାପାନୀ ଜ୍ୱର ପାଇଁ ରାଜ୍ୟ ସ୍ତରୀୟ କମିଟି ଗଠିତ

ଏଣିକି ରାଜ୍ୟରେ କୌଣସି ବ୍ୟକ୍ତି ମ୍ୟାଲେରିଆ, ଡେଙ୍ଗୁ କିମ୍ବା ଜାପାନୀ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଲେ ତାହାର ଅଡିଟ୍‌ କରାଯିବ । ସେହିପରି ଏହି ମୃତ୍ୟୁର କାରଣ ସ୍ପଷ୍ଟ କରିବା ଲାଗି ମହାମାରୀ ବିଜ୍ଞାନ ଅନୁସନ୍ଧାନ କରାଯିବ । ଆଜି…

ତାଳବଣିଆ ଇଣ୍ଡୋର ଷ୍ଟାଡିୟମରେ ନକଲି ଯବାନ, ଅଟକ ରଖି ପୋଲିସର ପଚରାଉଚରା

ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିୟମରେ ନକଲି ଯବାନ । ୭୭ ତମ ସ୍ଵାଧୀନତା ଦିବସ ଅବସରରେ ତାଳବଣିଆ ଇଣ୍ଡୋର ଷ୍ଟାଡିୟମକୁ ଜଣେ ନକଲି ଯବାନ ପୋଷାକ ପିନ୍ଧି ଆସିଥିବା ବେଳେ ପୋଲିସ ଦ୍ବାରା ଅଟକ । ଅଟକ ନକଲି ଯବାନ ଜଣକ…

ଭାରତର ଜାତୀୟ ପତାକା ତ୍ରିରଙ୍ଗାର ମହତ୍ତ୍ଵ

ଭାରତର ଜାତୀୟ ପତାକାରେ ତିନୋଟି ରଙ୍ଗ ଥିବାରୁ ତାହାକୁ ତ୍ରିରଙ୍ଗା ବୋଲି କୁହାଯାଏ। ଏହି ରଙ୍ଗର ଓ ଅଶୋକ ଚକ୍ରର ବିଶେଷ ମହତ୍ତ୍ବ ଅଛି। କେଶର ବା ବାଦାମୀ ରଙ୍ଗ, ଧଳା ଓ ଗଭୀର ସବୁଜ ରଙ୍ଗକୁ ପତାକାର ସର୍ବୋତ୍କୃଷ୍ଟ ରଙ୍ଗ…