ପ୍ରଫେସର ସବିତା ପ୍ରଧାନ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି
ଶବ୍ଦ ଓଡିଶା ବ୍ୟୁରୋ : ପ୍ରଫେସର ସବିତା ପ୍ରଧାନ ଓଡ଼ିଆ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି । ଓଡ଼ିଶା ବିଶ୍ବବିଦ୍ୟାଳୟ ଆଇନ ୨୦୧୭ର ସେକ୍ସନ ୮(୧) ଅନୁଯାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରଫେସର ପ୍ରଧାନଙ୍କୁ ଦୁଇ ବର୍ଷ…