Sun. Nov 29th, 2026

Tag: #sabdalive

କାୟା ବିସ୍ତାର କରୁଛି ନକଲି ଔଷଧ

ଦିନକୁ ଦିନ ଗଞ୍ଜାମ ସହରରେ କାୟା ବିସ୍ତାର କରିଚାଲିଛି ନକଲି ଔଷଧ। ସ୍ବାସ୍ଥ୍ୟ ବିଭାଗ ଗାଇଡ୍‌ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ସହରର କିଛି ଔଷଧ ଦୋକାନୀ। ଜଣେ ଫାର୍ମାସିଷ୍ଟଙ୍କ ଉପସ୍ଥିତିରେ ମେଡିସିନ ଷ୍ଟୋର ଖୋଲା ଔଷଧ ବିକ୍ରି କରିବା ପାଇଁ ନିୟମ…

ବନ୍ଦ ହେବ ‘ଦି କପିଲ ଶର୍ମା ଶୋ’?

ବନ୍ଦ ହୋଇଯିବ କି ଦି କପିଲ ଶର୍ମା ଶୋ? ସବୁବେଳେ ଚର୍ଚ୍ଚାରେ ରହୁଥିବା ଏହି କମେଡି ଶୋ’ ଖୁବ୍‌ଶୀଘ୍ର ବନ୍ଦ ହେବାକୁ ଯାଉଥିବା କୁହାଯାଉଛି। ଚଳିତ ବର୍ଷ ଏହି ଶୋ’ର ନୂତନ ସିଜନ୍‌ ଆସିଥିବାବେଳେ ଏହାର ଟିଆରପି ମଧ୍ୟ ଆଗରେ ରହିଛି।…

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରପଡ଼ା, କଟକ, ଢେଙ୍କାନାଳ ଜିଲ୍ଲା ପାଇଁ…

ଚିଲିକା ନିର୍ବାଚନ ମଣ୍ଡଳୀ,”ବିଜୁ ଜନତା ଦଳର ” ବନ୍ଧୁ ମିଳନ

ପବିତ୍ର ରଥଯାତ୍ରା ଅବସରରେ ପୂର୍ବତନ ବିଧାୟକ ରଘୁନାଥ ସାହୁଙ୍କ ଦ୍ବାରା ବିଜୁ ଜନତାଦଳ କାର୍ଯ୍ୟାଳୟ, ରାମପୁର ରୋଡ ଠାରେ ଚିଲିକା ନିର୍ବାଚନ ମଣ୍ଡଳୀ ସ୍ଥରୀୟ “ବନ୍ଧୁ ମିଳନ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ଚିଲିକା ବ୍ଲକ ସଭାପତି, ଉପ-…

ରାୟଗଡ଼ାରେ ମ୍ୟୁଜିକ ଗ୍ୟାଲେକ୍ସି ସଂଗୀତ ଏକାଡେ଼ମୀ ତରଫରୁ ଭଜନ ସମାରୋହ

ରାୟଗଡା ଗତକାଲି ହେରପଞ୍ଚମୀ ଉପଲକ୍ଷେ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ରାୟଗଡା ସହର ର ମ୍ୟୁଜିକ ଗ୍ୟାଲେକ୍ସି ସଂଗୀତ ଏକାଡେ଼ମୀ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧର୍ମାନନ୍ଦ ବେହେରା ଙ୍କ ମିଳିତ ଉଦ୍ୟମ ରେ ଏକ ଭଜନ ସମାରୋହ କାର୍ଯ୍ୟକ୍ରମ ଆୟୋଜନ…

ଆଜିଠାରୁ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ୫ରୁ ୧୪ ମଧ୍ୟରେ ହେବ ତ୍ରୁଟି ସଂଶୋଧନ

ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଶନିବାରଠାରୁ ରାଜ୍ୟରେ ଚଳିତବର୍ଷ ଦଶମ ଶ୍ରେଣୀ ପାସ କରିଥିବା ଛାତ୍ରଛାତ୍ରୀଙ୍କୁ ମାଟ୍ରିକ ପ୍ରମାଣପତ୍ର ପ୍ରଦାନ କରାଯିବ। ସମସ୍ତ ଜିଲ୍ଲାରେ ବୋର୍ଡ ପକ୍ଷରୁ ଗୋଟିଏ ଲେଖାଏଁ ସେଣ୍ଟର କରାଯାଇଛି। ୨୪ ଏବଂ ୨୫ତାରିଖ ଦୁଇଦିନ…

ବନ୍ଧା ହେଲେ କୁବେର ଉପଜିଲାପାଳ

ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କୁ ଆଜି ସୁନ୍ଦରଗଡରୁ ଗିରଫ କରାଯାଇଛି। ଭିଜିଲାନ୍ସ ସେଲ ଏସପି ଏମ. ରାଧାକ୍ରିଷ୍ଣନଙ୍କ ସୂଚନା ଅନୁଯାୟୀ,ପ୍ରଶାନ୍ତ ରାଉତଙ୍କଠାରୁ ୫ କୋଟିରୁ ଅଧିକ ସଂପତ୍ତି ଠାବ କରାଯାଇଛି। ୩ କୋଟିରୁ…

ଏଥର ମରୁଡ଼ି ଓ ବର୍ଷା ଅଭାବକୁ ରୋକିବ କୃତ୍ରିମ ବର୍ଷା

ଦେଶରେ କୃତ୍ରିମ ବର୍ଷା ନେଇ ପରୀକ୍ଷଣ ସଫଳ। ଆଇଆଇଟି କାନପୁରର ପକ୍ଷରୁ କରାଯାଇଥିବା ପରୀକ୍ଷଣ ସଫଳ ହୋଇଛି ।ଉତ୍ତରପ୍ରଦେଶ ବୁନ୍ଦେଲଖଣ୍ଡର ଏକ ଅଞ୍ଚଳରେ କ୍ଲାଉଡ୍ ସିଡିଂ କରିବା ସହ କୃତ୍ରିମ ବର୍ଷାର ପରୀକ୍ଷଣ କରାଯାଇଛି । ସୂଚନା ଅନୁସାରେ ଏକ ବିମାନ…

ଓଡ଼ିଶା ପାଇଁ ଜୁନରୁ ଅକ୍ଟୋବର ଗୁରୁତ୍ବପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ରାଜ୍ୟ ପାଇଁ ଜୁନରୁ ଅକ୍ଟୋବର ଗୁରୁତ୍ବପୂର୍ଣ୍ଣ । ଏହି ସମୟ ମଧ୍ୟରେ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ ଓଡ଼ିଶା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ରାଜ୍ୟ…

ସୁବର୍ଣ୍ଣପୁର ଜିଲ୍ଲା ଘୋଡାଧାର ନିକଟରୁ ଗଞ୍ଜେଇ ଗାଡ଼ି ଠାବ, ୨ଗିରଫ

ଗଞେଇ ଗାଡି ଧରିବାରେ ସଫଳ ହୋଇଛି ସୁବର୍ଣ୍ଣପୁର ଜିଲ୍ଲା ଅବକାରୀ ବିଭାଗ । ସୁବର୍ଣ୍ଣପୁର ଜିଲ୍ଲା ଘୋଡାଧାର ନିକଟରୁ ଅବକାରୀ ବିଭାଗର ମୋବାଇଲ ୟୁନିଟ ସନ୍ଦେହରେ ଏକ ଓଟ ଗାଡିକୁ ଅଟକାଇଥିଲା । ଏହି ଗାଡିରେ ଦୁଇ ଜଣ ଲୋକ ୨୦କେଜି…