Sun. Nov 29th, 2026

Tag: #sabdamedia

ଆଜି ବାଜିବ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ବିଗୁଲ। ଦିନ ସାଢେ ୧୧ଟାରେ ଘୋଷଣା ହେବ ତାରିଖ ।

ଶବ୍ଦ ଓଡିଶା ବ୍ୟୁରୋ: କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ଆଜି ବାଜିବ ବିଗୁଲ । ଦିନ ସାଢେ ୧୧ଟାରେ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ତାରିଖ ଘୋଷଣା କରିବେ ଜାତୀୟ ନିର୍ବାଚନ କମିସନ । ତେବେ ତାରିଖ ଘୋଷଣା କରିବା ପରେ…

ଆଜି ରୁକୁଣା ରଥଯାତ୍ରା : ସାଢେ ୩ଟାରେ ଆରମ୍ଭ ହେବ ରଥଟଣା

ଶବ୍ଦ ଓଡିଶା ବ୍ୟୁରୋ: ଆଜି ରୁକୁଣା ରଥଯାତ୍ରା । ରଥରେ ବିଜେ କରି ଯାତ୍ରା କରିବେ ମହାପ୍ରଭୁ ଲିଙ୍ଗରାଜ, ଦୋଳଗୋବିନ୍ଦ ଓ ଉଭଣୀ ରୁକ୍ମିଣୀ । ଦ୍ୱାଦଶୀ ଅର୍ଥାତ୍ ରବିବାର ଦିନ ମାଉସୀ ମା’ ଘରୁ ବାହୁଡିବେ । ଶ୍ରୀଲିଙ୍ଗରାଜଙ୍କ ରୁକୁଣା…

ସୃଷ୍ଟି ହୋଇପାରେ ପଶ୍ଚିମା ଝଡ଼: ୩ ଦିନ ହେବ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ଆଜି ସୃଷ୍ଟି ହୋଇପାରେ ଆଉ ଏକ ପଶ୍ଚିମା ଝଡ଼ । ପ୍ରଭାବରେ ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ । ୩୧ ତାରିଖରେ ପ୍ରବଳ ବର୍ଷା ହୋଇପାରେ । ୭ ଜିଲ୍ଲାକୁ ଅଧିକ ବର୍ଷା…

ଆଖି ବୁଜିଲା ନାମିବ୍ୟାର ଚିତା ‘ଶାଶା’

ଶବ୍ଦ ଓଡିଶା ବ୍ୟୁରୋ: ଆଖି ବୁଜିଲା ଚିତା ‘ଶାଶା’ । ଗତବର୍ଷ ଆଫ୍ରିକା ମହାଦେଶର ନାମିବ୍ୟାରୁ ଆସିଥିବା ୮ଟି ଚିତା ମଧ୍ୟରୁ ଗୋଟିଏ ଚିତାର ମୃତ୍ୟୁ ହୋଇଛି । କୁନୋ ଜାତୀୟ ଉଦ୍ୟାନରେ ଛଡାଯାଇଥିବା ଏହି ୮ ଚିତା ମଧ୍ୟରୁ ମାଈ…

ଜଗଦଳପୁର ଥାନା ସିଆରପିଏଫ କ୍ୟାମ୍ପରେ ଯବାନଙ୍କ ଆତ୍ମହତ୍ୟା

ଶବ୍ଦ ଓଡିଶା ବ୍ୟୁରୋ: ସିଆରପିଏଫ ଯବାନଙ୍କ ଆତ୍ମହତ୍ୟା । ମୃତକ ହେଉଛନ୍ତି ପ୍ରସନ୍ନଜିତ ପାଳ । ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ସିଆରପିଏଫ କ୍ୟାମ୍ପରେ ସିଆରପିଏଫ ଯବାନଙ୍କ ଆତ୍ମହତ୍ୟା । ଡ୍ୟୁଟିରେ ଥିବା ସମୟରେ ସେ ନିଜ ବନ୍ଧୁକରେ ନିଜେ ଗୁଳିକରି…

ଦିଲ୍ଲୀ ବଦରପୁର ଅଞ୍ଚଳରେ କପଡା ଗୋଦାମରେ ଅଗ୍ନିକାଣ୍ଡ

ଶବ୍ଦ ଓଡିଶା ବ୍ୟୁରୋ: ବିଳମ୍ବିତ ରାତିରେ ଦିଲ୍ଲୀର ବଦରପୁର ଅଞ୍ଚଳରେ ଅଗ୍ନିକାଣ୍ଡ ହୋଇଛି । ସ୍ଥାନୀୟ କେଜି ଖୋସଲା କପଡା ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଦମକଳ ୱାହିନୀର 14ଟି ଗାଡି ନିଆଁକୁ ଆୟତ୍ତ ପାଇଁ ଲାଗିଥିୱା ବେଳେ ପରେ ଏହାକୁ…

ଆମେରିକା ସ୍କୁଲରେ ଗୁଳିକାଣ୍ଡ, ୬ ମୃତ

ଶବ୍ଦ ଓଡିଶା ବ୍ୟୁରୋ: ଆମେରିକାର ସ୍କୁଲରେ ଗୁଳିକାଣ୍ଡ । ଗୁଳିକାଣ୍ଡରେ ତିନି ଛୋଟ ପିଲାଙ୍କ ସମେତ ୬ ମୃତ । ସୋମବାର ଜଣେ ମହିଳା ଆକ୍ରମଣକାରୀ ନାଶଭିଲର ଏକ ପ୍ରାଥମିକ ବିଦ୍ୟାଳୟରେ ଗୁଳିମାଡ କରିଛନ୍ତି । ନାଶଭିଲ ପୋଲିସ କହିଛି ଯେ…

୪ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୟେଲୋ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମା ଝଡ଼ ଯୋଗୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେଉଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏପରି ଘଡ଼ଘଡ଼ି ସହ ବର୍ଷା ଜାରି ରହିବା ସମ୍ଭାବନା ରହିଛି । ଆସନ୍ତାକାଲି ରାତିରୁ ଦେଶର ଉତ୍ତର-ପଶ୍ଚିମ…

ଓଡ଼ିଆରେ ଆଇପିଏଲ କମେଣ୍ଟ୍ରି କରିବେ କଟକ ଝିଅ

ପ୍ରଥମଥର ପାଇଁ ଓଡ଼ିଆରେ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର କମେଣ୍ଟ୍ରି ହେବ । ପ୍ରସାରଣ ଦାୟିତ୍ୱ ନେଇଥିବା ସଂସ୍ଥା ପକ୍ଷରୁ ଏଭଳି ବ୍ୟବସ୍ଥା କରାଯାଇଛି । ମୋବାଇଲ ଆପ୍ଲିକେସନରେ ଓଡ଼ିଆ କ୍ରିକେଟପ୍ରେମୀ ଏହାର ମଜା ନେଇ ପାରିବେ । ମ୍ୟାଚ୍‌ ଆରମ୍ଭ ପୂର୍ବରୁ…

ଗଜେନ୍ଦ୍ର ବନାମ ରାହୁଲ

କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ସୋମବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗାନ୍ଧୀ ପରିବାର ନିଜକୁ ସମସ୍ତଙ୍କଠାରୁ ଅଲଗା ଏବଂ ସମ୍ବିଧାନଠାରୁ ଊର୍ଦ୍ଧ୍ୱରେ ବିବେଚନା କରନ୍ତି। ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ବାତିଲ କରିବାରେ ଭାଜପା କିମ୍ବା…