Sun. Nov 29th, 2026

Tag: #sabdamedia

୬୫୦୦ ପୋଲିସ ପଦବୀ ସୃଷ୍ଟିର ଯୋଜନା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଶୀଘ୍ର ସୃଷ୍ଟି ହେବ ନୂଆ ପୋଲିସ ପଦବୀ । ପୋଲିସ ପଦବୀ ସୃଷ୍ଟି ନେଇ ମୁଖ୍ୟମନ୍ତ୍ରୀ ବଡ ସୂଚନା ଦେଇଛନ୍ତି । ଶୀଘ୍ର ରାଜ୍ୟରେ ୬୫୦୦ ପୋଲିସ ପଦବୀ ସୃଷ୍ଟିର ଯୋଜନା ରହିଥିବା ମୁଖ୍ୟମନ୍ତ୍ରୀ ସୂଚନା…

ସ୍ୟାଟ୍‌ ଉଚ୍ଛେଦ ନିଷ୍ପତ୍ତି ସୁପ୍ରିମକୋର୍ଟରେ କାଏମ

ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ(ସ୍ୟାଟ୍‌) ଉଚ୍ଛେଦ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି । ରାଜ୍ୟ ସରକାରଙ୍କ ସୁପାରିଶ ଆଧାରରେ କେନ୍ଦ୍ର ସରକାର ୨୦୧୯ ମସିହା ଅଗଷ୍ଟ ୨ତାରିଖରେ ସ୍ୟାଟ୍ ଉଚ୍ଛେଦ କରିଥିଲେ । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ…

ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ ବୃଦ୍ଧି

ଶବ୍ଦ ଓଡିଶା ବ୍ୟୁରୋ: ପୁଣି ବଢିଲା ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ କାର୍ଯ୍ୟକାଳ । ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳକୁ ଆଉ ବର୍ଷେ ୯ ମାସ ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଜଳଶକ୍ତି ମନ୍ତ୍ରାଳୟ ଟ୍ରିବ୍ୟୁନାଲଙ୍କ ଅବଧିକୁ ମାର୍ଚ୍ଚ ୧୧, ୨୦୨୩ରୁ…

ନରସିଂହପୁରରେ ଡିକି ଭାଙ୍ଗି ୨ଲକ୍ଷ ୭୫ ହଜାର ଲୁଟିନେଲେ ଦୁର୍ବୃତ୍ତ

ଶବ୍ଦ ଓଡିଶା ବ୍ୟୁରୋ: ଡିକି ଭାଙ୍ଗି ୨ଲକ୍ଷ ୭୫ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ । କଟକ ଜିଲ୍ଲା କାନପୁର ଥାନା ରୁଷିପଡା ଛକରେ ଲୁଟ । ନରସିଂହପୁର ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବ୍ୟାଙ୍କରୁ ଟଙ୍କା ଉଠାଇ ବାସେଳିହତା…

ମା ଭଗବତୀ, ମା ମଙ୍ଗଳା ଓ ମା ଉଗ୍ରତାରାଙ୍କ ପୀଠର ମାଷ୍ଟର ପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଅନୁମୋଦିତ

ଶବ୍ଦ ଓଡିଶା ବ୍ୟୁରୋ: ଓଡିଶା ଯୁଗେ ଯୁଗେ ଏକ ପ୍ରମୁଖ ଶକ୍ତି ପୀଠ ଭାବରେ ପ୍ରସିଦ୍ଧ ଲାଭ କରିଛି । ଓଡିଶାର ବିଭିନ୍ନ ଅଞ୍ଚଳରେ ମା ବିଭିନ୍ନ ରୂପରେ ପୂଜା ପାଇଆସୁଛନ୍ତି । ଶକ୍ତି ପୂଜାରେ ଚୈତ୍ର ମାସ ବିଶେଷ ଗୁରୁତ୍ୱ…

କୁଡୁମୀ ଜାତିକୁ ପୁନଃ ଆଦିବାସୀ ବର୍ଗରେ ସାମିଲ ଦାବି, ୬ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ପାଳନ

ଶବ୍ଦ ଓଡିଶା ବ୍ୟୁରୋ: କୁଡୁମୀ ଜାତିକୁ ପୁନଃ ଆଦିବାସୀ ବର୍ଗରେ ସାମିଲ କରିବା ଦାବିରେ “କୁଡୁମୀ ସେନା” ପକ୍ଷରୁ ଆଜି ୬ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା । ସକାଳ ୬ ଘଟିକାରୁ ମଧ୍ୟାହ୍ନ ୧୨ ଘଟିକା ପର୍ଯ୍ୟନ୍ତ ଜିଲ୍ଲାର ସମସ୍ତ…

ପୁରୀରେ ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଶବ୍ଦ ଓଡିଶା ବ୍ୟୁରୋ: ବିଭିନ୍ନ ଅପରାଧରେ ଜଡ଼ିତ ଅଭ୍ୟାସଗତ ଅପରାଧୀଙ୍କୁ ସାବାଡ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ଅପରାଧରେ ଜଡ଼ିତ ଥାଇ ଅଟକ ବା ଗିରଫ ହୋଇ ଭଲ ଆଚରଣ…

ରାୟଗଡା ଜିଲ୍ଲା ଆଇନସେବା ପ୍ରାଧିକରଣଦ୍ୱାରା ଆଇନ ସଚେତନତା କାର୍ଯ୍ୟକ୍ରମ

ଶବ୍ଦ ଓଡିଶା ବ୍ୟୁରୋ: ରାୟଗଡା ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସ୍ଥାନୀୟ ସିଭିଲ କୋର୍ଟ ପରିସରରେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲା ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ବିକ୍ରମ…

ଆଉ ୪ଦିନ ରାଜ୍ୟରେ ବର୍ଷା ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଆଉ ୪ ଦିନ ବର୍ଷା ହେବ । ଅଧିକ ବର୍ଷା ସମ୍ଭାବନା ନଥିଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।…

ପାଞ୍ଚ ଶହ ଟଙ୍କା ଭତ୍ତା ପାଇଁ ଅଟୋ ଭଡା ପାଞ୍ଚ ଶହ,ଖାଲି ହାତରେ ଫେରିଲେ ଦମ୍ପତି

ଚନ୍ଦାହାଣ୍ଡି -ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଧୋଡ଼ିପାଣି ପଞ୍ଚାୟତ ଅଧିନ ଫଳସାପଡା ଗ୍ରାମର ମୁକୁନ୍ଦ ଦଣ୍ଡସେନା ଏବଂ ତାଙ୍କ ସ୍ତ୍ରୀ ସୁଶୀଳା ଦଣ୍ଡସେନା ।ଦୁଇ ବୃଦ୍ଧ ଦମ୍ପତି 500 ଟଙ୍କା ଭତ୍ତା ପାଇଁ 9 କି ମି 500 ଟଙ୍କା ଅଟୋ…