Thu. Oct 15th, 2026

Tag: #sabdalive

କଂସାରିଗୁଡ଼ାରେ ହିଣ୍ଡାଲକୋ ପ୍ରତିଷ୍ଠା କରିବ ଆଲୁମିନା ରିଫାଇନାରି ପ୍ଲାଣ୍ଟ, ସ୍ୱାକ୍ଷରିତ ହେଲା ବୁଝାମଣା ପତ୍ର

ରାୟଗଡା କଂସାରିଗୁଡ଼ାରେ ହିଣ୍ଡାଲକୋ ପ୍ରତିଷ୍ଠା କରିବ ଆଲୁମିନା ରିଫାଇନାରି ପ୍ଲାଣ୍ଟ। ୮ହଜାର କୋଟି ଟଙ୍କା ପୁଞ୍ଜିନିବେଶରେ ବାର୍ଷିକ ଉତ୍ପାଦନ ହେବ ୨ମିଲିୟନ ଟନ୍ ଆଲୁମିନା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଲୋକସେବା ଭବନ କନଭେନ ସେଣ୍ଟରରେ ଓଏମସି ଓ ହିଣ୍ଡାଲକୋ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାପାନୀ ଭାଷା ସାର୍ଟିଫିକେଟ ପାଠ୍ୟକ୍ରମ ର ଶୁଭାରମ୍ଭ

କୋରାପୁଟ : ଚଳିତ ଶିକ୍ଷା ବର୍ଷ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ବିକାଶ ରଲକ୍ଷ୍ୟ ନେଇ ଓଡ଼ିଶା କେନ୍ଦ୍ରୀୟ ବିଶ୍ଵବିଦ୍ୟାଳୟ ପକ୍ଷରୁ ୨୦୨୩ ଅକ୍ଟୋବର ୩ ତାରିଖରେ ଜାପାନୀ ଭାଷା ସାର୍ଟିଫିକେଟ୍ ପାଠ୍ୟକ୍ରମ ଉଦ୍‌ଘାଟିତ ହୋଇଯାଇଛି । ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି…

ଉତ୍ତର ସିକିମ୍‌ରେ ହୋଇଥିବା ବାଦଲ ଫଟା ବର୍ଷା,୨୩ ସେନା ନିଖୋଜ

ଉତ୍ତର ସିକିମ୍‌ରେ ହୋଇଥିବା ବାଦଲ ଫଟା ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବନ୍ୟାରେ ୨୩ ସେନା ନିଖୋଜ ହୋଇଯାଇଛନ୍ତି। ଏହି କାରଣରୁ ଉପତ୍ୟକାର କିଛି ସାମରିକ ପ୍ରତିଷ୍ଠାନ ପ୍ରଭାବିତ ହୋଇଛି। ଚୁଙ୍ଗଥାଙ୍ଗ ଡ୍ୟାମରୁ ଜଳ ଛାଡିବା ହେତୁ…

ମୁଖ୍ୟମନ୍ତ୍ରୀ ହେଲେ ଡାକ୍ତର, ଅପରେସନ କରି ଜୀବନ ଦେଲେ

ମୁଖ୍ୟମନ୍ତ୍ରୀ ହେବା ପରେ ଜଣଙ୍କର ରାଜନୈତିକ ଜୀବନ ବ୍ୟତୀତ ଅନ୍ୟ ଦାୟିତ୍ୱ ପୂରଣ କରିବା ଅତ୍ୟନ୍ତ କଷ୍ଟକର ହୋଇପଡେ, କିନ୍ତୁ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ସାହା ମଙ୍ଗଳବାର ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ବୃତ୍ତି ଅନୁଯାୟୀ ଡାକ୍ତର ଥିବା ମାଣିକ ସାହା ମଙ୍ଗଳବାର…

ଯଶୋଦା ମାଆ ଫାଉଣ୍ଡେସନର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ

ସୋମବାର ନୀଳାଦ୍ରିବିହାର ସ୍ଥିତ ପଣ୍ଡାପାର୍କ ବସ୍ତିରେ ଯଶୋଦା ମା ଫାଉଣ୍ଡେସନ ଆନୁକୁଲ୍ୟରେ ବର୍ଣ୍ଣବୋଧ ପାଠଶାଳା ପିଲାଙ୍କ ଗହଣରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି। ପ୍ରଥମେ ମହାନ୍ ଜନନାୟକଙ୍କ ଫଟୋରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା । ଶ୍ରୀମତୀ ଲେଙ୍କା ପିଲାମାନଙ୍କୁ…

ଥ୍‌ଓସୋଫିକାଲ ଅର୍ଡର ଅଫ୍ ସର୍ଭିସ୍, ଓଡ଼ିଶା ଅଞ୍ଚଳର ଦଶମ ବାର୍ଷିକ ଆଞ୍ଚଳିକ ସମ୍ମିଳନୀ ଅନୁଷ୍ଠିତ

ଥ୍‌ଓସୋଫିକାଲ ଅର୍ଡର ଅଫ୍ ସର୍ଭିସ୍ (ଟି.ଓ.ଏସ୍), ଓଡ଼ିଶା ଅଞ୍ଚଳ ର ଦଶମ ବାର୍ଷିକ ଆଞ୍ଚଳିକ ସମ୍ମିଳନୀ ୨୨/୦୯/୨୦୨୩ରେ ରମା ଦେବୀ ମହିଳା ବିଶ୍ବବିଦ୍ୟାଳୟ ଭୁବନେଶ୍ବର, ଅଡିଟୋରିୟମରେ ସନ୍ଧ୍ୟା ୬ଟାରୁ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀର ବିଷୟବସ୍ତୁ ଥିଲା “ସମ୍ବେଦନା ସହିତ…

ନବଜ୍ୟୋତି ବିଜ୍ଞାନ ଉଚ୍ଚତର ମାଧ୍ୟମିକ ବିଦ୍ୟାଳୟରେ +୨ ୧ମ ବାର୍ଷିକ ନବାଗତଙ୍କୁ ସ୍ୱାଗତ ଅଭିନନ୍ଦନ

ଭୁବନେଶ୍ୱର : ୧୩/୯ ଆଜି ଦିବା ୧୧ ଘଟିକା ସମୟରେ ଭୁବନେଶ୍ୱର ଶିଶୁପାଳଗଡ ସ୍ଥିତ ଉକ୍ତ ଅନୁଷ୍ଠାନରେ ଅନୁଷ୍ଠାନର ସଂପାଦକ ଶିକ୍ଷାବିତ୍ ଶ୍ରୀକାନ୍ତ ମହାପାତ୍ରଙ୍କ ସଭାପତିତ୍ୱରେ ୧୪ଦଶ ବାର୍ଷିକ ସ୍ୱାଗତ ଉତ୍ସବ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ…

ଜମି ବାଡ଼ି ବିବାଦକୁ ନେଇ ଗଡିଲା ମୁଣ୍ଡ

ଜମି ବାଡ଼ି ବିବାଦକୁ ନେଇ ଗଡିଲା ମୁଣ୍ଡ । ସାମାନ୍ୟ ବଚସାରୁ ଟାଙ୍ଗିଆରେ ହାଣିଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଆମ୍ବସରଭଟା ଗାଁରେ । ସୂଚନା ଅନୁସାରେ ଆଜି ସକାଳେ ଜମି ବାଡି…

ସୁବର୍ଣ୍ଣପୁର ମହୁଲେ ଗାଁରେ ଅବକାରୀ ଚଢ଼ଉ,ଦେଶୀ ମଦ ଜବତ ଓ ୪ ଗିରଫ

ସୁବର୍ଣ୍ଣପୁର ଜିଲ୍ଲା ସଦର ବ୍ଲକ ମହୁଲେ ଗାଁ ର ଏକ ଜଙ୍ଗଲ ରୁ ଅବକାରୀ ବିଭାଗ ବେଆଇନ ଦେଶୀ ମଦ ରନ୍ଧା ସ୍ଥାନରେ ରେଡ କରି ୪ଜଣଙ୍କୁ ଗିରଫ କରିଛି। ସେମାନେ ଚାରି ଜଣ ହେଲେ ମହୁଲେ ଗାଁ ର ବାବୁଲା…

ମହିଳା ଆୟୋଗ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପୁରୀ : ପ୍ରତିଟି ପରିବାର ସଦସ୍ୟ ମାନଙ୍କ ମଧ୍ୟରେ ସ୍ନେହ, ଶାନ୍ତି ଓ ବୁଝାମଣା ରହିବା ସହ ପରିବାରରେ ମହିଳାଟିଏ ଯେପରି ସମ୍ମାନ ପାଇପାରିବ ସେଥିପାଇଁ ମହିଳା କମିଶନ ସର୍ବଦା ଚେଷ୍ଟିତ ବୋଲି କହିଛନ୍ତି ରାଜ୍ୟ ମହିଳା ଆୟୋଗର ଅଧ୍ୟକ୍ଷ ଡଃ…