Wed. Oct 14th, 2026

Tag: #India

ପିଏଚ୍‌.ଡି ପଢ଼ିବା ପାଇଁ ଦେବାକୁ ପଡିବନି ଏକାଧିକ ପରୀକ୍ଷା

ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍‌ ମିଳିବ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍‌.ଡି. ନାମଲେଖା ପାଇଁ ପ୍ରବେଶିକା…

ଶିବସେନାରେ ଯୋଗ ଦେଲେ ଗୋବିନ୍ଦା

ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ନେଇ କିଛି ବଡ ଖବର ସାମ୍ନାକୁ ଆସିଛି । ସେ ଲୋକସଭା ନିର୍ବାଚନ ଲଢିପାରନ୍ତି । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ପାର୍ଟି ଶିବସନୋରେ ଯୋଗଦେବା ପରେ ଏଭଳି କିଛି ଚର୍ଚ୍ଚା ଏବେ ଜୋର ଧରିଛି। ଶିବସେନାରେ…

ଅର୍ଥମନ୍ତ୍ରୀଙ୍କ ସମ୍ପତ୍ତି କେତେ?

ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ପାଖରେ ନିର୍ବାଚନ ଲଢ଼ିବାକୁ ଟଙ୍କା ନ ଥିବା କହି ସେ ଏହାକୁ ଏଡାଇ ଯାଇଛନ୍ତି। ଏପରିକି ଦଳ ତାଙ୍କର ନିଷ୍ପତ୍ତିକୁ ଗ୍ରହଣ କରିଥିବାରୁ ସେ କୃତଜ୍ଞତା…

ନିର୍ବାଚନବେଳେ ଜବତ ମଦ-ଟଙ୍କା କୁଆଡେ ଯାଏ?

ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଦେଶରେ ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍‌ ୧ ପର୍ଯ୍ୟନ୍ତ ୭ ଟି ପର୍ଯ୍ୟାୟରେ ଚାଲିବ ମତଦାନ…

ଭାରତ ଅର୍ଥମନ୍ତ୍ରୀଙ୍କ ପାଖେ ଅର୍ଥର ଅଭାବ!

ନିର୍ବାଚନ ଲଢିବାକୁ ମନାକଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଟିକେଟ ମିଳିଲା କିନ୍ତୁ ସେ ନିର୍ବାଚନ ନଲଢିବା ନେଇ ଯେଉଁ କାରଣ ଦର୍ଶାଇଛନ୍ତି ତାହା ସମସ୍ତଙ୍କୁ ଚକିତ କରିଛି। ସେ କହିଛନ୍ତି ମୋ ପାଖରେ ନିର୍ବାଚନ ଲଢିବାକୁ ଟଙ୍କା ନାହିଁ । ଏକଥା…

ଓଡ଼ିଶାରେ କେଉଁଠି ଓ କେଉଁ ଦିନ ନିର୍ବାଚନ ଜାଣନ୍ତୁ

ଦେଶର ସାଧାରଣ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା ହୋଇଛି।ନିର୍ବାଚନ କମିଶନ ଲୋକସଭା ବ୍ୟତୀତ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ତାରିଖ ଘୋଷଣା କରିଛନ୍ତି। ଓଡ଼ିଶା, ଅରୁଣାଚଳ ପ୍ରଦେଶ, ସିକ୍କିମ ଓ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ…

୨୦ ବର୍ଷ ତଳୁ CAA ଦାବି ପଛର କାହାଣୀ

ସାରା ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(CAA) ଲାଗୁ ହେବାପରେ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ୧୯୫୫ ନାଗରିକତା ଅଧିନିୟମ ୨୦୦୩ ରେ ପାକିସ୍ତାନରୁ ଆସିଥିବା ହିନ୍ଦୁ ଶରଣାର୍ଥୀମାନଙ୍କ ପାଇଁ ଅଟଳ ବିହାରୀ ବାଜପେୟୀ ସରକାରଙ୍କ ଦ୍ବାରା ସଂଶୋଧନ କରାଯାଇଥିଲା। ବର୍ତ୍ତମାନର CAA…

ହରିୟାଣାର ନୂଆ ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନୀ

ମନୋହର ଲାଲ ଖଟ୍ଟର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ହରିୟାଣା ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ନେବେ ନାୟବ ସିଂହ ସୈନୀ। ଆଜି ବିଧାୟକ ଦଳର ବୈଠକ ଥିବା ବେ‌ଳେ ନାୟବ ସିଂହ ସୈନୀ ବିଧାୟକ ଦଳ ନେତା ହୋଇଛନ୍ତି।…

ଉଦ୍‌ଘାଟିତ ହେଲା ଦ୍ୱାରକା ଏକ୍ସପ୍ରେସ୍‌

ଉଦ୍‌ଘାଟିତ ହେଲା ବହୁ ପ୍ରତିକ୍ଷିତ ଦ୍ୱାରକା ଏକ୍ସପ୍ରେସ୍‌ । ହରିୟାଣା ଗସ୍ତ ଅବସରରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି । ଏଥିସହ ସେ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି।…

ହିମାଚଳ ପ୍ରଦେଶରେ କ୍ଷମତାସୀନ କଂଗ୍ରେସକୁ ବଡ଼ ଝଟକା

ହିମାଚଳ ପ୍ରଦେଶରେ କ୍ଷମତାସୀନ କଂଗ୍ରେସକୁ ବଡ଼ ଝଟକା। ସଂଖ୍ୟା ଗାରିଷ୍ଠତା ଥାଇ ବି ଦଳ ରାଜ୍ୟସଭା ନିର୍ବାଚନରେ ହାରିଛି। ଦଳର ୬ ଜଣ ବିଧାୟକ ଓ ସରକାରଙ୍କୁ ସମର୍ଥନ କରୁଥିବା ୩ ଜଣ ସ୍ୱାଧୀନ ବିଧାୟକ କ୍ରସ ଭୋଟିଂ କରିବାରୁ କଂଗ୍ରେସ…